ଏମ୍ସ କର୍ମଚାରୀ ହତ୍ୟା; ମାଷ୍ଟରମାଇଣ୍ଡ ଶିବା ପ୍ରଧାନ ଅଟକ

୨୮ ଦିନର ଲୁଚକାଳି ଶେଷ ପରେ ଧରାପଡିଲା ଅଭିଯୁକ୍ତ । ଭୁବନେଶ୍ବର ଏମ୍ସ କର୍ମଚାରୀ ସୁଧାଂଶୁ ଖୁଣ୍ଟିଆଙ୍କୁ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ସଦାଶିବ ପ୍ରଧାନ ଗିରଫ। ଭୁବନେଶ୍ୱରର ଏକ ହୋଟେଲ କଡ଼ରୁ ଉଠାଇ ଆଣିଲା ପୋଲିସ । ରାଜ୍ୟ ବାହାରକୁ ଖସିବାକୁ ଉଦ୍ୟମ ବେଳେ ଗିରଫ ହୋଇଛି ସୁଧାଂଶୁ । ଗତ ମାସ ୧୩ତାରିଖରେ ସୁଧାଂଶୁଙ୍କୁ ପଏଣ୍ଟ ବ୍ୟାଙ୍କରୁ ଗୁଳି କରିଥିଲା ଅଭିଯୁକ୍ତ । ଜମିବାଡ଼ି ବିବାଦକୁ କେନ୍ଦ୍ର କରି ବଡ଼ବାପା ପୁଅକୁ ହତ୍ୟା କରିଥିଲା। ପୂର୍ବରୁ ୪ ଜଣଙ୍କୁ ଗିରଫ କରିଥିଲା କମିଶନରେଟ ପୋଲିସ। ଏବେ ବନ୍ଧା ହୋଇଛି ସଦାଶିବ ପ୍ରଧାନ ଓରଫ ଶିବା ।

AIIMS employee murder
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+