Get Updates
Get notified of breaking news, exclusive insights, and must-see stories!

ଆଜି ପବିତ୍ର ଅକ୍ଷୟ ତୃତୀୟା; ଅକ୍ଷିମୁଠି ଅନୁକୂଳ କଲେ ସମ୍ବଲପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ

ଆଜି ପବିତ୍ର ଅକ୍ଷୟ ତୃତୀୟା । ସାରା ଓଡ଼ିଶାରେ ପାଳିତ ହେଉଛି ଉତ୍ସବ। ସେପଟେ ସମ୍ବଲପୁର ଜିଲ୍ଲା ରେଙ୍ଗାଲି ଢ଼ୋରୋପାଣିରେ ଅକ୍ଷିମୁଠି ଅନୁକୂଳ କରିଛନ୍ତି ସମ୍ବଲପୁର ବିଜେଡି ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ।

ସମ୍ବଲପୁର ଲୋକସଭା ଆସନର ବିଜେଡି ଓ ବିଜେପି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଏବଂ ଧର୍ମେନ୍ଦ୍ର ପ୍ରଧାନ ବିଲରେ ଅଖି ମୁଠି ଅନୁକୂଳ କରିଛନ୍ତି । ପ୍ରଣବ ରେଙ୍ଗାଲି ନିର୍ବାଚନମଣ୍ଡଳୀର ଢେରୋ ପାଣି ଗାଁରେ ଅଖି ମୁଠି ଅନୁକୂଳ କରିଛନ୍ତି । ପାରମ୍ପରିକ ପଦ୍ଧତିରେ ଧୋତି ପିନ୍ଧି ପୂଜା ପରେ ଜମିରେ ଲଙ୍ଗଳ ଧରି ହଳ କରିଛନ୍ତି ।

Pranab Prakash Das

ସେହିପରି ହୀରାକୁଦର ସାପ ଲହରା ଗାଁରେ ଅଖିମୁଠି ଅନୁକୂଳ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ବିଧି ଅନୁସାରେ ଉଭୟ ନେତା ପୂଜା କରି ବିଲରେ ବିହନ ବୁଣିଛନ୍ତି ।

ଶତାଧିକ ଲୋକଙ୍କ ଗହଣରେ ପବିତ୍ର ଅକ୍ଷିମୁଠି ଅନୁକୂଳ କରିଥିଲେ ସାଂସଦ ପ୍ରାର୍ଥୀ ପ୍ରଣବ ପ୍ରକାଶ। ଏହି ଅବସରରେ ଉପସ୍ଥିତ ଚାଷୀଭାଇମାନଙ୍କୁ ସମ୍ବୋଧନ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+