ଆଜି ପବିତ୍ର ଅକ୍ଷୟ ତୃତୀୟା: ଅଖିମୁଠି ଅନୁକୂଳ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Akshaya Tritiya 2025: ଆଜି ପବିତ୍ର ଅକ୍ଷୟ ତୃତୀୟା । ଏହି ଅବସରରେ ଲଙ୍ଗଳ ଧରି ହଳ କରିବା ସହ ଚାଷୀ ପରି କ୍ଷେତରେ ବିହନ ବୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଅଖିମୁଠି ଅନୁକୁଳ କରିଛନ୍ତି ।













Click it and Unblock the Notifications