ସ୍କୁଲ ପରେ ଆଜିଠୁ ଖୋଲିଲା ରାଜ୍ୟର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟ
ସ୍କୁଲ ପରେ ଆଜିଠୁ ଖୋଲିଲା ରାଜ୍ୟର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟ । ୟୁଜି ଓ ପିଜିର ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଖୋଲିଛି ।
ଭୁବନେଶ୍ୱର: ସ୍କୁଲ ପରେ ଆଜିଠୁ ଖୋଲିଲା ରାଜ୍ୟର ସମସ୍ତ କଲେଜ ଓ ବିଶ୍ବବିଦ୍ୟାଳୟ । ୟୁଜି ଓ ପିଜିର ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ କଲେଜ ଓ ବିଶ୍ବବିଦ୍ୟାଳୟ ଖୋଲିଛି । କ୍ଳାସରୁମ୍ ସମେତ କଲେଜ ପରିସରକୁ ସାନିଟାଇଜ୍ କରାଯାଇଛି । ଏଥିସହିତ ରାଜ୍ୟ ସରକାରଙ୍କର କରୋନା ଗାଇଡଲାଇନ୍ ମାନି କ୍ଲାସ କରଯାଉଛି ।

ଦୁଇଟି ସେକ୍ସନରେ ଛାତ୍ରଛାତ୍ରୀ ମାନେ କ୍ଳାସ କରୁଛନ୍ତି । ଦୁଇ ସେକ୍ସନ ମଧ୍ୟରେ ଅଧଘଣ୍ଟାର ବ୍ୟବଧାନ ରଖାଯାଇଛି। ଗୋଟିଏ ବେଞ୍ଚରେ ସର୍ବାଧିକ ଦୁଇ ଜଣ ବସିବା ନେଇ କଲେଜ ଅଧ୍ୟକ୍ଷ କହିଛନ୍ତି। ଶ୍ରେଣୀଗୃହରେ ସାମାଜିକ ଦୂରତା ରକ୍ଷା ସହ ଛାତ୍ରଛାତ୍ରୀ, ଅଧ୍ୟାପକ ଓ କର୍ମଚାରୀଙ୍କ କ୍ୟାମ୍ପସ ପ୍ରବେଶ ସମୟରେ ଥର୍ମାଲ ସ୍କ୍ରିନିଂକୁ ବାଧ୍ୟତାମୂଳକ କରାଯାଇଛି। କ୍ଲାସରୁମ୍, ଲାଇବ୍ରେରି, ଲାବରୋଟାରି ଆଦି ସ୍ଥାନରେ ୬ ଫୁଟ୍ ସାମାଜିକ ଦୂରତା ରକ୍ଷା, ଯଦି ଅଧିକ ସଂଖ୍ୟାରେ ଛାତ୍ରଛାତ୍ରୀ ରୁହନ୍ତି, ତେବେ ବ୍ୟାଚ୍ ଅନୁଯାୟୀ ବିଭକ୍ତ କରିବାକୁ କୁହାଯାଇଛି।
ସେହିପରି ରାଜ୍ୟର ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ, ଓୟୁଏଟି ଓ ସଂସ୍କୃତି ବିଶ୍ୱବିଦ୍ୟାଳୟ ବି ଆଜିଠାରୁ ଖୋଲିଛି। ଇଞ୍ଜିନିୟରିଂ ଓ ଡିପ୍ଲୋମା ଶେଷ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଫିଜିକାଲ୍ କ୍ଲାସ ହେବା ନେଇ ବୈଷୟିକ ଶିକ୍ଷା ବିଭାଗ ସୂଚନା ଦେଇଛି।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications