ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ; ପ୍ରତ୍ୟେକ ଦିନ ରାଜ୍ୟ ସ୍ତରୀୟ ସମୀକ୍ଷା
ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ। ଏନେଇ ସ୍ବାସ୍ଥ୍ୟ ସଚିବ ଅଶ୍ବତୀ ଏସ୍ଙ୍କ ପ୍ରତିକ୍ରିୟା। ପ୍ରତ୍ୟେକ ଦିନ ରାଜ୍ୟ ସ୍ତରୀୟ ସମୀକ୍ଷା ହେବ। ରୋଗୀଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖାଯାଇଛି।
ଆସନ୍ତାକାଲି କେନ୍ଦ୍ରୀୟ ଟିମ୍ ସହ ଆଲୋଚନା ହେବ। ଯେତିକି ପରୀକ୍ଷା ହୋଇଥିଲା ୧୦% କଲେରା ବାହାରିଛି।

ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ବୈଠକ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ଆରମ୍ଭ। ମୁଖ୍ୟ ସଚିବଙ୍କ ଆଗରେ ତଥ୍ୟ ରଖୁଛନ୍ତି ସ୍ବାସ୍ଥ୍ୟ ବିଭାଗ ଅଧିକାରୀ।
ସ୍ବାସ୍ଥ୍ୟ ସଚିବ, ସ୍ବାସ୍ଥ୍ୟ ନିର୍ଦ୍ଦେଶକ, ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ସାମିଲ୍। ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଉପସ୍ଥିତ। ରାଜ୍ୟରେ ବଢୁଥିବା ଝାଡ଼ାବାନ୍ତି ନେଇ ଆଲୋଚନା ।












Click it and Unblock the Notifications