ବାଲେଶ୍ବର FM କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା। ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିବା ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ପ୍ରତିକ୍ରିୟା । ଛାତ୍ରୀଙ୍କୁ ବଞ୍ଚାଇବାକୁ ସମସ୍ତ ଚେଷ୍ଟା କରାଯାଉଛି ।