Get Updates
Get notified of breaking news, exclusive insights, and must-see stories!

ହୀରାକୁଦର ସମସ୍ତ ଗେଟ ବନ୍ଦ; ଖୋଲାଥିବା ହୀରାକୁଦର ଏକମାତ୍ର ଗେଟ୍‌ ବି ବନ୍ଦ

ହୀରାକୁଦର ସମସ୍ତ ଗେଟ ବନ୍ଦ । ଖୋଲାଥିବା ହୀରାକୁଦର ଏକମାତ୍ର ଗେଟ୍‌ ବି ବନ୍ଦ ହୋଇଛି । ଏଥିସହ ହୀରାକୁଦର ସମସ୍ତ ଗେଟ୍‌ ବନ୍ଦ ହୋଇଛି ।

All gates of Hirakud are closed

ରାଜ୍ୟରେ ବର୍ଷା ଧୀରେ ଧୀରେ କମିଥିବାବେଳେ ଏବେ ଅଧିକାଂଶ ଜିଲାରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଛି। ରବିବାର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ମାତ୍ର ୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲାରେ ବଜ୍ରପାତ ହେବା ଆଶଙ୍କା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସେସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।

ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ ଓ ଗଜପତି ଆଦି ଜିଲାକୁ ବିଜୁଳି ଏବଂ ଘଡ଼ଘଡ଼ି ଆଶଙ୍କା ଥିବାରୁ ସତର୍କ କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+