ଆଜି ବନ୍ଦ ରହିବ ମୟୁରଭଞ୍ଜ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ

ଆଜି ମୟୁରଭଞ୍ଜ ଜିଲ୍ଲାରେ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ଏନେଇ ଆଜି ଜିଲ୍ଲାପାଳ ହେମକାନ୍ତ ସୟ ଜିଲ୍ଲାର ସମସ୍ତ ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ରେଡ ଆଲର୍ଟ ଜାରି କରାଯାଇଥିବାରୁ ତିନିଦିନ ପାଇଁ ଅଙ୍ଗନବାଡି ଓ ଦିନକ ପାଇଁ ସ୍କୁଲ ବନ୍ଦ ରହିବ ବୋଲି ଜଣାପଡିଛି । ଜିଲ୍ଲାର ଅଙ୍ଗନବାଡି କେନ୍ଦ୍ର ସୋମବାର,ମଙ୍ଗଳବାର ଓ ବୁଧବାର ୩ ଦିନ ବନ୍ଦ ରହିବାକୁ ଥିବାବେଳେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ କେବଳ ସୋମବାର ପାଇଁ ବନ୍ଦ ରହିବ ବୋଲି ଜଣାପଡିଛି ।

Mayurbhanj district will be closed today
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+