ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ

ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ସର୍ବଦଳୀୟ ବୈଠକ । ବିଧାନସଭା ସମ୍ମିଳନୀ କକ୍ଷରେ ସର୍ବଦଳୀୟ ବୈଠକ ଆରମ୍ଭ। ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ।

ବିଜେପି, ବିଜେଡି, କଂଗ୍ରେସ ଓ ସିପିଏମ୍ ବିଧାୟକ ଉପସ୍ଥିତ। ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ। ୨ ଉପମୁଖ୍ୟମନ୍ତ୍ରୀ ଓ ସରକାରୀ ଦଳ ମୁଖ୍ୟ ସଚେତକ ଉପସ୍ଥିତ ସଂସଦୀୟ ବ୍ୟାପାର ମନ୍ତ୍ରୀ ଓ ଆଇନ ମନ୍ତ୍ରୀ ମଧ୍ୟ ଉପସ୍ଥିତ ।

All-party meeting before the monsoon session of the Legislative Assembly
ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଉପସ୍ଥିତ । କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ ଉପସ୍ଥିତ । ସବୁ ଦଳର ବିଧାୟକଙ୍କ ସହଯୋଗ ଓ ସମର୍ଥନ ଲୋଡୁଛନ୍ତି ବାଚସ୍ପତି ।
ବିଧାନସଭାକୁ ସୁରୁଖୁରରେ ଚଲାଇବା ପାଇଁ ସର୍ବଦଳୀୟ ବୈଠକ । ଆସନ୍ତା ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୌସୁମୀ ଅଧିବେଶନ । ଏଥର ବିଧାନସଭା ଅଧିବେଶନରେ ମୋଟ୍‌ ୭ଟି କାର୍ଯ୍ୟଦିବସ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+