ଆଜି ମାଲକାନଗିରିର ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି; ରେଡ୍ ଆଲର୍ଟ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା
ମାଲକାନଗିରି: ଆଜି ଜିଲ୍ଲାର ସବୁ ସ୍କୁଲ୍ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି । ରେଡ୍ ଆଲର୍ଟ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କଲେ ଜିଲ୍ଲାପାଳ । ପ୍ରବଳ ବର୍ଷା ଯୋଗୁ ମାଲକାନଗିରି ଜିଲ୍ଲାରେ ଜୀବନଯାତ୍ରା ପ୍ରଭାବିତ ।
NH ୩୨୬ ପୋଟେରୁ-କଂଗୃକୋଣ୍ଡା ପୋଲ ଉପରେ ୫ ଫୁଟ୍ ପାଣି । କାଲିମେଳା ଓ ପଡିଆ ମୁଖ୍ୟରାସ୍ତାର କନ୍ୟାଶ୍ରମ ପୋଲ ଉପରେ ପାଣି।
କାଲିମେଳା ଓ ପଡିଆକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ।













Click it and Unblock the Notifications