ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି; ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ଚାଲିବ

ସକାଳୁଆ ହେବ ରାଜ୍ୟର ସବୁ ଅଙ୍ଗନବାଡ଼ି । ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ସରକାରଙ୍କ ନିଷ୍ପତ୍ତି । ସକାଳ ୭ଟାରୁ ଦିନ ୧୧ଟା ୩୦ ଯାଏଁ ଚାଲିବ । ସକାଳୁଆ ସ୍କୁଲ ପାଇଁ ପୂର୍ବରୁ ଘୋଷଣା ହୋଇସାରିଛି ।

anganwadi

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+