ମହାସଂଘର ସମସ୍ତ ଦାବି ଉପରେ ଆଲୋଚନା ହୋଇଛି: ବିଭୂତି ଭୂଷଣ ଜେନା
ଓଡ଼ିଶା ଡ୍ରାଇଭର୍ ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ପ୍ରସଙ୍ଗ। ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଏକ୍ସ ପୋଷ୍ଟ । ମହାସଂଘର ସମସ୍ତ ଦାବି ଉପରେ ଆଲୋଚନା ହୋଇଛି ।

ଦାବିଗୁଡ଼ିକୁ କାର୍ଯ୍ୟକାରୀ କରିବା ପାଇଁ ଆଲୋଚନା ହୋଇଛି । ପୁଣି ଆନ୍ଦୋଳନର ଆବଶ୍ୟକତା ନାହିଁ-ପରିବହନ ମନ୍ତ୍ରୀ ।କଂଗ୍ରେସ ରାଲିକୁ ସମର୍ଥନ ଦେବାରେ ରାଜନୀତି ଦେଖାଦେଇଛି । ଡ୍ରାଇଭର୍ ଭାଇମାନଙ୍କୁ ଆନ୍ଦୋଳନରୁ ଓହରିବାକୁ ନିବେଦନ ।
More From












Click it and Unblock the Notifications