ଅମାନିଆ ହେଉଛନ୍ତି ଟ୍ୱିନ ସିଟିର ଗାଡି ଚାଳକ
ଅମାନିଆ ହେଉଛନ୍ତି ଟ୍ୱିନ ସିଟିର ଗାଡି ଚାଳକ । ବିଧାୟକଙ୍କ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉତ୍ତର ରଖିଛନ୍ତି , କଟକ, ଭୁବନେଶ୍ୱରରେ ଟ୍ରାଫିକ ନିୟମ ଉଲ୍ଲଙ୍ଘନକାରୀ ଅଧିକ ।

୩ ବର୍ଶରେ ନିୟମ ଭାଙ୍ଗିଛନ୍ତି ୭ ଲକ୍ଷ ୭୦ ହଜାର ୯୯୨ ଜଣ । ୭୬ କୋଟି ୯୪ ଲକ୍ଷ ୨୧ ହଜାର ୯୫୦ ଟଙ୍କା ଜରିମାନା ଆଦାୟ କରିଛନ୍ତି । ୩ ବର୍ଷରେ ମଦ୍ୟପାନ କରି ନିୟମ ଭାଙ୍ଗିଛନ୍ତି ୮୮ ହଜାର ୨୪୬ ଜଣ । ୪୪ କୋଟି ୮୫ ଲକ୍ଷ ୪ ହଜାର ୮ ଶହ ଟଙ୍କା ଜରିମାନା ଆଦାୟ କରିଛନ୍ତି । ମଦ୍ୟପାନ କରି ଗାଡି ଚାଳନା ମାମଲା ୧୬୩୦ ଟି କରାଯାଇଛି ।
More From
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ











Click it and Unblock the Notifications