ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ: ଜଣେ ମୃତ, ୩ ଆହତ

Accident News: ଗୁରୁବାର ସକାଳୁ ଭୟଙ୍କର ସଡ଼କ ଦୁର୍ଘଟଣା । ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ , ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଯାଜପୁର ଜିଲ୍ଲା NH-୧୬ ଚଣ୍ତିଖୋଲ ନିକଟସ୍ଥ ନେଉଳପୁର ରେଲୱେ ନିକଟରେ ଏହି ଦୁର୍ଘଟଣା ଘଟିଛି।ସମସ୍ତ ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

road accident
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+