ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ

ଶ୍ରୀମନ୍ଦିର ନୀଳଚକ୍ର ଉପରେ ବସିଲା ଚିଲ । ନୀଳଚକ୍ରର ପତିତପାବନ ବାନା ଉପରେ ଚିଲଟି ବସିଥିବା ଦେଖିବାକୁ ମିଳିଛି । ଶ୍ରୀମନ୍ଦିର ଉପରେ ଚିଲ ବସିଲେ ଅଶୁଭ ସଂକେତ ବୋଲି ବିଶ୍ୱାସ କରାଯାଏ । ତେବେ ଦୀର୍ଘ ସମୟ ଧରି ଚିଲ ଟି ନୀଳଚକ୍ର ଉପରେ ବସିବା ପରେ ଉଡିଯାଇଥିବା ଦେଖିବାକୁ ମିଳିଛି ।

temple

ସେହିପରି ଗତ କିଛି ମାସ ତଳେ ଅର୍ଥାତ୍ ଏପ୍ରିଲ୍ ମାସରେ ପୁରୀ ଶ୍ରୀମନ୍ଦିରରେ ଦେଖିବାକୁ ମିଳିଥିଲା ବିରଳ ଦୃଶ୍ୟ । ଚିଲ ନେଇଯାଇଥିଲା ପତିତପାବନ ବାନା । ଏହି ଦୃଶ୍ୟ ଦେଖି ଭକ୍ତମାନେ କିଛି ସମୟ ପାଇଁ ଚିଲଟିକୁ ଚାହିଁ ରହିଥିଲେ । ତେବେ ଶ୍ରୀମନ୍ଦିର ନୀଳଚକ୍ରରେ ପ୍ରତ୍ୟେକ ଦିନ ବାନା ପରିବର୍ତ୍ତନ କରାଯାଉଥିବା ବେଳେ ବିଭିନ୍ନ ସମୟରେ ନୀଳଚକ୍ର ଉପରେ ଚିଲ ବସିଥିବାର ନଜିର ମଧ୍ୟ ଆସିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+