ପୁଣି ବଢିଲା ସୁନା; ଟପିବ କି ଲକ୍ଷେ

ଭୁବନେଶ୍ୱର : କମିଥିଲା, ପୁଣି ବଢିଲା ସୁନା ଦର । ମେ' ୨୭ ଅର୍ଥାତ୍‌ ମଙ୍ଗଳବାର ପୁଣି ବଢିଛି ସୁନା ଦାମ୍‌ । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୯୮,୧୩୦ ଟଙ୍କା ରହିଛି । ଗତକାଲି ଏହା ୯୭,୬୪୦ ଟଙ୍କା ଥିଲା । ଏଥିରେ ୪୯୦ ଟଙ୍କା ବୃଦ୍ଧି ହୋଇଛି ।

gold

୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦର ୮୯,୯୫୦ ଟଙ୍କା ରହିଛି । ଗତକାଲି ଏହା ୮୯,୫୦୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ବୃଦ୍ଧି ହୋଇଛି । ୧୮ କ୍ୟାରେଟ୍‌ ସୁନା ୧୦ ଗ୍ରାମ୍‌କୁ ୭୩,୬୦୦ ଟଙ୍କା ରହିଛି । ଗତକାଲି ଏହା ୭୩,୨୩୦ ଟଙ୍କା ଥିଲା । ଏଥିରେ ୩୭୦ ଟଙ୍କା ବୃଦ୍ଧି ହୋଇଛି ।

ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୧୦୦ ରହିଛି । ଗତକାଲି ମଧ୍ୟ ୧୧,୧୦୦ ଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+