ମାହାଙ୍ଗା ବିଧାନସଭା ଆସନରୁ ନାମାଙ୍କନ ଭରିଲେ ଅଙ୍କିତ
ମାହାଙ୍ଗା ବିଧାନସଭାରୁ ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥୀ ଅଙ୍କିତ ପ୍ରତାପ ଜେନା । ବାପା ପ୍ରତାପ ଜେନାଙ୍କ ସହ ଯାଇ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଅଙ୍କିତ ।

ତେବେ ଗତକାଲି ପ୍ରାର୍ଥୀପତ୍ର ଦାଖଲ ପାଇଁ ଆସିଥିଲେ କିନ୍ତୁ ଶୁଭ ମୁହୁର୍ତ ଗଡ଼ିଯାଇଥିବା କହି ନାମାଙ୍କନ ନଭରି ଫେରିଯାଇଥିଲେ ଅଙ୍କିତ । ଆଜି ପୁଣି ଆସି ନାମାଙ୍କନ ଦାଖଲ କରିଛନ୍ତି । ମାହାଙ୍ଗା ବିଧାନସଭା ଆସନରୁ ଏଥର ପ୍ରତାପ ଜେନାଙ୍କ ବଦଳରେ ତାଙ୍କ ପୁଅ ଅଙ୍କିତଙ୍କୁ ଟିକେଟ ଦେଇଛି ବିଜୁ ଜନତା ଦଳ ।
More From
-
ପଶ୍ଚିମବଙ୍ଗ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ -
ନୀତି ବିଭ୍ରାଟ, ବୁଧବାର ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ -
ଆଜିଠାରୁ ରାଜ୍ୟରେ ବଢିବ ଦିନ ତାପମାତ୍ରା -
ରାଜ୍ୟସଭା ନିର୍ବାଚନ; ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି, ଜାଣନ୍ତୁ ଓଡ଼ିଶା ପାଇଁ କାହାକୁ ମିଳିଲା ଦାୟିତ୍ୱ -
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
ଲୋକସେବା ଭବନରେ ଖାଲି ପଡିଛି ବଡ଼ ବାବୁଙ୍କ ପଦବୀ -
ଆଜି ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ରାଜ୍ୟର ୮୬ ଜେଲ୍ରେ ଅଛନ୍ତି ୧୮ ହଜାର ୧୭୬ ଜଣ କଏଦୀ, ୧୭ଜଣ ଫେରାର୍ -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଦିଲ୍ଲୀ ଦଙ୍ଗାର ଅଭିଯୁକ୍ତ ଶର୍ଜିଲ ଇମାମଙ୍କୁ ୬ ବର୍ଷ ପରେ ୧୦ ଦିନ ପାଇଁ ଜାମିନ












Click it and Unblock the Notifications