Get Updates
Get notified of breaking news, exclusive insights, and must-see stories!

ପ୍ରତି ଏନଏସିକୁ ପରିମଳ, ଆଲୋକୀକରଣ ଏବଂ ସଫେଇ କାର୍ଯ୍ୟ ପାଇଁ ଦେଢ଼କୋଟି ଟଙ୍କା ଲେଖାଏଁ ଘୋଷଣା

ଓଡ଼ିଶାର ସହରଗୁଡିକୁ ସ୍ୱଚ୍ଛ, ସବୁଜ ଓ ସୁନ୍ଦର ଭାବେ ଗଢିତୋଳିବା ପାଇଁ ସରକାର ଲକ୍ଷ୍ୟ ରଖିଛନ୍ତି । ୩୧ ଡିସେମ୍ବର ୨୦୨୫ରେ ନୂଆ ୪ଟି ବିଜ୍ଞାପିତ ଅଞ୍ଚଳକୁ ମିଶାଇ ସମୁଦାୟ ୨୮ଟି ଏନ୍‌ଏସି ମାନ୍ୟତା ପାଇଛି । ସବୁଥିରେ ନୂତନ କାର୍ଯ୍ୟାଳୟ ସ୍ଥାପନ ପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଯୋଜନା କରାଯାଉଛି ।

krushna mahapatra

ଏଥି ପାଇଁ ୬ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ପ୍ରତି ଏନଏସିକୁ ପରିମଳ, ଆଲୋକୀକରଣ ଏବଂ ସଫେଇ କାର୍ଯ୍ୟ ପାଇଁ ଦେଢ଼କୋଟି ଟଙ୍କା ଲେଖାଏଁ ଅର୍ଥରାଶି ମଞ୍ଜୁର କରାଯାଇଛି ବୋଲି ବିଭାଗୀୟ ମନ୍ତ୍ରୀ ଡ଼ା. କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+