Get Updates
Get notified of breaking news, exclusive insights, and must-see stories!

ନୂଆ ବର୍ଷରୁ ବଣ୍ଟାଯିବ ଆଉ ୧୫ ଲକ୍ଷ ରାସନ କାର୍ଡ

ନୂଆ ବର୍ଷରୁ ଆଉ ୧୫ ଲକ୍ଷ ରାସନ କାର୍ଡ ବଣ୍ଟାଯିବ । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ବଡ ଘୋଷଣା । ମନ୍ତ୍ରୀ କହିଛନ୍ତି ଯେ ସରକାରଙ୍କ ପାଖରେ ରାସନ କାର୍ଡର ଅଭାବ ନାହିଁ ।

ration card

ଏଯାଏଁ ରାଜ୍ୟରେ ୬ ଲକ୍ଷ ୩୯ ହଜାର ବଣ୍ଟା ସରିଛି । ଆହୁରି ୧୫ ଲକ୍ଷ କାର୍ଡ ଆମ ପାଖରେ ଅଛି । ପ୍ରାୟ ୧୫ ଲକ୍ଷ ୩୩ ହଜାର ଆବେଦନ ଆସିଛି । ଅଯୋଗ୍ୟଙ୍କୁ ବାଦ୍ ଦେଇ ସମସ୍ତ ଯୋଗ୍ୟଙ୍କୁ ମିଳିବ ରାସନ କାର୍ଡ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+