ଆହୁରୀ ୨୪ ଘଣ୍ଟା ବର୍ଷା! ୨୬ ପରେ ବଦଳିବ ପାଗ

Odisha Rain Update: ରାଜ୍ୟରେ ଆହୁରି ୨୪ ଘଣ୍ଟା ଯାଏଁ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାରାଲି ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଝିପିଝିପିପି ବର୍ଷା ଲାଗି ରହିବ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ସେହିପରି ଆସନ୍ତାକାଲି ଦକ୍ଷିଣ ଓଡ଼ିଶା ସମେତ ଆଭ୍ୟନ୍ତରୀଣରେ ବର୍ଷା ସମ୍ଭାବନା ରହିଛି । ସେହିପରି ୨୬ ତାରିଖ ପରେ ଓଡ଼ିଶାରେ ବର୍ଷାର ପରିମାଣ କମିବ ।

Another 24 hours of rain

ଆଜି ଗୋଟିଏ ଦୁଇଟି ଜିଲ୍ଲାକୁ ଛାଡି ଦେଲେ ବାକି ସମସ୍ତ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ମଧ୍ୟ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା । ନବରଙ୍ଗପୁର, କଳାହାଣ୍ତି, ନୟାଗଡ଼, ଖୋର୍ଦ୍ଧା, କଟକ, ଗଞ୍ଜାମ, ରାୟଗଡ଼ା, କେନ୍ଦ୍ରାପଡା ଜିଲ୍ଲାରେ ଆଜି ବର୍ଷା ହେବାର ସମ୍ଭାବନା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+