Get Updates
Get notified of breaking news, exclusive insights, and must-see stories!

ଆଉ ୩ ଶହ କୁକୁରଙ୍କୁ ବିଷ ଇଞ୍ଜେକସନ୍ ଦେଇ ହତ୍ୟା, ଥାନାରେ ମାମଲା ରୁଜୁ

ତେଲେଙ୍ଗାନାରେ ଆଉ ୩ ଶହ କୁକୁରଙ୍କୁ ବିଷ ଇଞ୍ଜେକସନ୍ ଦେଇ ହତ୍ୟା । ଜଗତିଆଲ ଜିଲ୍ଲାରେ ବଡ଼ ଗାତ ତଳୁ ମିଳିଲା ୩ ଶହ କୁକୁରଙ୍କ ମୃତଦେହ । ଗାଁ ସରପଞ୍ଚଙ୍କ ନିର୍ଦ୍ଦେଶରେ କୁକୁରଙ୍କୁ ମରାଯାଇଥିବା ଅଭିଯୋଗ ହୋଇଛି । ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ପାଇଁ ସରପଞ୍ଚଙ୍କ ନିର୍ଦ୍ଦେଶରେ କୁକୁର ମରାଯାଇଥିବା ସୂଚନା। ଗାଁକୁ କୁକୁର ମୁକ୍ତ କରିବାକୁ ପଞ୍ଚାୟତ ନିର୍ବାଚନ ବେଳେ ପ୍ରତିଶ୍ରୁତି ଦେଇଥିଲେ। ସରପଞ୍ଚ ଓ ପଞ୍ଚାୟତ ସଚିବଙ୍କ ବିରୋଧରେ ମାମଲା ରୁଜୁ କଲା ପୋଲିସ । ପୂରା ରାଜ୍ୟରେ ମାସକରେ ପ୍ରାୟ ୯ ଶହ କୁକୁରଙ୍କୁ ମରାଯାଇଥିବା ସୂଚନା।

dogs
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+