ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ୍
ସମ୍ବଲପୁରରେ ହେବ ଓୟୁଏଟିର ଆଉ ଏକ କ୍ୟାମ୍ପସ। ଏନେଇ କୃଷି ବିଭାଗ ଦାୟିତ୍ୱରେ ଥିବା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ଘୋଷଣା କରିଛନ୍ତି। ସେଠାକୁ ଖୁବଶୀଘ୍ର ଏକ ଟିମ୍ ପରିଦର୍ଶନ କରିବାକୁ ଯିବ। ମୟୂରଭଞ୍ଜ, ବ୍ରହ୍ମପୁରରେ ବି କୃଷି କଲେଜ ଖୋଲାଯିବ। ସୋନପୁରରେ ମତ୍ସ୍ୟ ଓ ପଶୁ ସମ୍ପଦ କଲେଜ ହେବ ବୋଲି କହିଛନ୍ତି କନକବର୍ଦ୍ଧନ।













Click it and Unblock the Notifications