ପୁଣି SCB ମେଡିକାଲରେ ଅଘଟଣ
ପୁଣି SCB ମେଡିକାଲରେ ଅଘଟଣ। ଶର୍ଟସର୍କିଟରୁ ନନ ଟ୍ରମା କେୟାରରେ ଏକ ଇଲେକ୍ଟ୍ରି ବୋର୍ଡ ଜଳିଯାଇଛି। କିଛି ଅଘଟଣ ପୂର୍ବରୁ ଅଗ୍ନିଶମ କର୍ମଚାରୀ ଆୟତ୍ତ କରିଛନ୍ତି। ତେବେ ଅଘଟଣରୁ ଅଳ୍ପକେ ବର୍ତ୍ତିଲା SCB ମେଡିକାଲ।ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା।

ଟ୍ରମା କେୟାର ICUରେ ଏହି ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡ ସମୟରେ ଟ୍ରମା କେୟାର ଆଇସିୟୁରେ ୨୩ ରୋଗୀ ଥିଲେ ବୋଲି ଜଣାପଡ଼ିଛି। ଅଗ୍ନିକାଣ୍ଡ ପରେ ICUରେ ସାଂଘାତିକ ସ୍ଥିତି ଉପୁଜିଥିଲା। ଏସସିବି ମେଡିକାଲ ଟ୍ରମା ଆଇସିୟୁ ଅଗ୍ନିକାଣ୍ଡ ଘଟଣାରେ 13 ଜଣଙ୍କର ମୃତ୍ୟୁ ଘଟିବା ପରେ ସବୁ ବିରୋଧୀ ଦଳ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଧାନସଭାର ଶୂନ୍ୟ କାଳରେ ଏହି ପ୍ରସଙ୍ଗ ଉଠାଇ ମୋହନ ସରକାରଙ୍କୁ ଘେରିଛନ୍ତି । ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ସହ ନୈତିକ ଆଧାରରେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି କରିଛନ୍ତି ନବୀନ ।
More From
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍...












Click it and Unblock the Notifications