ଶ୍ରୀଲଙ୍କା ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି; ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା
ଶ୍ରୀଲଙ୍କା ଅଞ୍ଚଳରେ ଆଉ ଏକ ଲଘୁଚାପ ସୃଷ୍ଟି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବା ସମ୍ଭାବନା। ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି । ବଙ୍ଗୋପସାଗର ତତ୍ସଂଲଗ୍ନ ଶ୍ରୀଲଙ୍କା ଅଞ୍ଚଳରେ ଲଘୁଚାପ। ସକାଳ ୫ଟା ୩୦ରେ ଲଘୁଚାପ ସୃଷ୍ଟି ହୋଇଥିବା ସୂଚନା ।













Click it and Unblock the Notifications