୧୧ରେ ଆଉ ଏକ ଲଘୁଚାପ

ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି।

ଭୁବନେଶ୍ୱର: ଉତ୍ତର ଓ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୧ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।

Odisha Weather Update

ଏପଟେ ଓ୍ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଆଉ ଏକ ଲଘୁଚାପ। ଫଳରେ ଆଗାମୀ ୨-୩ ଦିନ ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+