ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା। ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ nbsp;ସମ୍ଭାବନା nbsp;।