ପୁରୀ ବାଣ ବିସ୍ଫୋଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ

ପୁରୀ ବାଣ ବିସ୍ଫୋଣ ଘଟଣାରେ ଆଉ ଜଣଙ୍କ ମୃତ୍ୟୁ । ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି । ଏନେଇ ଏସଆରସିଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏଥିସହ ସେମାନଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଯୋଗାଇଦେବାକୁ ଏସଆରସି ପ୍ରେସରିଲିଜ ଜାରି କରି ସୂଚନା ଦେଇଛନ୍ତି । ଅନ୍ୟପଟେ ୨୬ ଜଣ ଆହତ ମେଡ଼ିକାଲରେ ଚିକିତ୍ସିତ ହେଉଛନ୍ତି ।

puri

ସେପଟେ ଜାତୀୟ ମାନବାଧିକାର କମିଶନରେ ମାମଲା ରୁଜୁ । ପ୍ରତ୍ୟେକ କ୍ଷତିଗ୍ରସ୍ତଙ୍କୁ ୩୦ ଲକ୍ଷ ଟଙ୍କାର ସହାୟତା ଓ ଅନ୍ୟାନ ସୁବିଧା ଯୋଗାଇଦେବାକୁ ଦାବି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+