ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର: ସୂଯ୍ୟବଂଶୀ ସୂରଜ

ପ୍ରତି କ୍ୟାମ୍ପସରେ ନିଯୁକ୍ତ ହେବେ ଆଣ୍ଟି ଡ୍ରଗ ଇନ୍ସପେକ୍ଟର । କଲେଜ ଓ ବିଶ୍ୱ ବିଦ୍ୟାଳୟର ଜଣେ ଅଧ୍ୟାପକ/ ଅଧ୍ୟାପିକାଙ୍କୁ ଦିଆଯିବ ଦାୟିତ୍ୱ । କ୍ୟାମ୍ପସକୁ ନିଶାମୁକ୍ତ କରିବାକୁ ୟୁଜିସି ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି । ଏନେଇ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂଯ୍ୟବଂଶୀ ସୂରଜ । ସପ୍ତାହେ ବ୍ୟାପୀ କଲେଜ ଓ ବିଶ୍ୱ ବିଦ୍ୟାଳୟରେ ହେବ ଆଲୋଚନା । ଯୋଗ, ଶାରୀରିକ ଦକ୍ଷତା, ପୁଷ୍ଟିକର ଖାଦ୍ୟା ଉପରେ ଗୁରୁତ୍ୱ ଦିଆଯିବ ।

Suryavanshi Suraj
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+