ପାରିବାରିକ ବିବାଦ ମାମଲା ଅନୁଭବ ମହାନ୍ତିଙ୍କୁ ଜେରା
ଅନୁଭବ-ବର୍ଷା ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉ ନଥିବା ବେଳେ ମଙ୍ଗଳବାର ଅନୁଭବଙ୍କୁ ଜେରା କରାଯାଇଛି। ଅଗଷ୍ଟ ୧୬ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପୁରୀଘାଟ ଥାନାରେ ଅଭିଯୋଗ ହୋଇଥିଲା । ନିକଟରେ ଅନୁଭବ-ବର୍ଷା ଛାଡପତ୍ର ପାଇଁ କୋର୍ଟ ଅନୁମତି ଦେଇଥିଲେ ।

ଦୀର୍ଘ ଦିନ ଧରି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ଲାଗି ରହିଥିଲା । ତେବେ ନିକଟରେ ଅନୁଭବ-ବର୍ଷା ଛାଡପତ୍ର ପାଇଁ କୋର୍ଟ ଅନୁମତି ଦେଇଥିଲେ । ହେଲେ ଏହାପରେ ବି ବର୍ଷାଙ୍କ ଅଭିଯୋଗ କ୍ରମେ ଏହି ବିବାଦ ଏବେ ବି ଲାଗି ରହିଛି ।












Click it and Unblock the Notifications