ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦେଶକ ହେଲେ ଅନୁଜ କୁମାର ଦାସପଟ୍ଟନାୟକ

ବଦଳିଲେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦେଶକ। ଓଡ଼ିଶା ପ୍ରଶାସନିକ ସେବା(ଓଏଏସ)ର ବରିଷ୍ଠ ଅଧିକାରୀ ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦେଶକ ଭାବେ ରାଜ୍ୟ ସରକାର ନିଯୁକ୍ତି ପ୍ରଦାନ କରିଛନ୍ତି।

odisha

ପିଏମ ପୋଷଣ ଏବଂ ଏମଏମ ପୋଷଣର ରାଜ୍ୟ ନୋଡାଲ ଅଫିସର ଅନୁଜ କୁମାର ଦାସପଟ୍ଟନାୟକଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦେଶକ ଭାବେ ବଦଳି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+