ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ ପରେ ଉତ୍ତର ରଖିଲେ ଅପରାଜିତା

ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ ପରେ ମୁହଁ ଖୋଲିଲେ ଅପରାଜିତା । ମୁଖ୍ୟମନ୍ତ୍ରୀଙ୍କ ଆକ୍ରମଣର ଜବାବ ରଖିଲେ ବିଜେପିର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିଯୋଗ ଆଣି କହିଥିଲେ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ କୌଣସି ବଡ କାମ କରିନାହାନ୍ତି । ଲିଙ୍ଗରାଜ ମନ୍ଦିର ଏବଂ ଏକାମ୍ର ପ୍ରକଳ୍ପ କାମକୁ ବନ୍ଦ କରିବାକୁ ଚେଷ୍ଟା କରିଥିଲେ ।

aparajita sadangi

ଏହାର ଜବାବରେ ଅପରାଜିତା କହିଛନ୍ତି, ଲିଙ୍ଗରାଜ ମନ୍ଦିର ଏବଂ ଏକାମ୍ର ପ୍ରକଳ୍ପ ବନ୍ଦ ନେଇ ସେ କୌଣସି ମତ ମନ୍ତବ୍ୟ ଦେଇ ନାହାନ୍ତି । ମୌଖିକ କି ଲିଖିତ ଭାବରେ କହିଥିବାର କୌଣସି ପ୍ରମାଣ ନାହିଁ ।

ସେହିପରି ସେ କଣ କାମ କରିଛନ୍ତି କିମ୍ବା କରି ନାହାନ୍ତି ତାଙ୍କର ରିପୋର୍ଟ କାର୍ଡ ଦେଖିବାକୁ ପରାମର୍ଶ ଦେଇଛନ୍ତି । ଆଜି ଭୁବନେଶ୍ୱର ବିଜେଡି ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟଙ୍କ ପାଇଁ ଏକ ଭିଡିଓ ଜାରି କରି ଭୋଟ୍ ମାଗିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ଅପରାଜିତାଙ୍କୁ ଟାର୍ଗେଟ କରିଥିଲେ ନବୀନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+