ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟ ବୀମା ପାଇଁ ଆବେଦନ ୮କୁ ବୃଦ୍ଧି

ଗୋପବନ୍ଧୁ ସାମ୍ବାଦିକ ସ୍ବାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ରହିଥିଲା। ସାମ୍ବାଦିକଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏହି ଯୋଜନା ଦ୍ୱାରା କର୍ମଜୀବୀ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି। ଚଳିତ ବର୍ଷ ନୂତନ ଏବଂ ନବୀକରଣ ନିମନ୍ତେ ଅନଲାଇନ ମାଧ୍ୟମରେ ଆବେଦନ ଗ୍ରହଣ କରାଯାଉଛି। ଇଚ୍ଛୁକ ସାମ୍ବାଦିକମାନେ www.owjws.odisha.gov.inରେ ଆବେଦନ କରିପାରିବେ।

Gopabandhu Journalist Health Insurance
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+