Get Updates
Get notified of breaking news, exclusive insights, and must-see stories!

ଆଜିଠୁ ଯୁକ୍ତତିନି ନାମଲେଖା ପାଇଁ ହେବ ଆବେଦନ; ଜୁନ ୧୭ ପର୍ଯ୍ୟନ୍ତ ଆବେଦନ

ଆଜିଠୁ ଯୁକ୍ତତିନି ନାମଲେଖା ପାଇଁ ହେବ ଆବେଦନ । samsodisha.gov.in ୱେବସାଇଟ ମାଧ୍ୟମରେ ଜୁନ ୧୭ ପର୍ଯ୍ୟନ୍ତ ଏହି ଆବେଦନ ପାଇଁ ସୁଯୋଗ ରହିବ । ଆବେଦନ ପରେ ଜୁନ୍ ୧୮ ତାରିଖରୁ ୧୯ ତାରିଖ ମଧ୍ୟରେ CAFର ତ୍ରୁଟି ସୁଧାରି ପାରିବେ ।

୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ ତିନି ନାମଲେଖା ପକ୍ରିୟା ଆରମ୍ଭ ହେବ । ଅପରାହ୍ନ ୪ଟା ସମୟରୁ ଅନଲାଇନ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ।

ଜୁନ୍ ୨୫ ତାରିଖ ଅପରାହ୍ନ ୪ଟାରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା । ତେବେ ଜୁନ ୨୫ ତାରିଖରୁ ୨୮ ତାରିଖ ଯାଏଁ ସ୍ଲାଇଡ୍ ଅପ୍ସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁନ୍ ୨୬ ତାରିଖରୁ ୨୯ ତାରିଖ ପର୍ଯ୍ୟନ୍ତ କଲେଜକୁ ଯାଇ ରିପୋର୍ଟ କରିବେ । ଜୁଲାଇ ୫ ତାରିଖ ଅପରାହ୍ନ ୪ଟାରେ ଦ୍ବିତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ ।

plus three

ତେବେ ଜୁଲାଇ ୫ ତାରିଖରୁ ୮ ତାରିଖ ଯାଏଁ ସ୍ଲାଇଡ୍ ଅପସନ ଚୟନ କରିପାରିବେ ଛାତ୍ରଛାତ୍ରୀ । ଜୁଲାଇ ୬ ତାରିଖରୁ ୯ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ରିପୋର୍ଟ କରିବେ । ଜୁଲାଇ ୧୫ ତାରିଖ ଅପରାହ୍ନ ୪ଟାରେ ତୃତୀୟ ପର୍ଯ୍ୟାୟ ମେଧାବୀ ତାଲିକା ପ୍ରକାଶ ପାଇବ । ରାଜ୍ୟରେ ସ୍ଵୟଂଶାସିତ କଲେଜ ଏବଂ ଯୁକ୍ତ ତିନି ମୋଟ କଲେଜ ହେଉଛି ୧୦୩୭ ।

ସେଥିମଧ୍ୟରୁ ୨ ଲକ୍ଷ ୭୩ ହଜାର ୧୫ଟି ସିଟ ରହିଛି । ତେବେ ଚଳିତ ବର୍ଷ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୨୪ ହଜାର ୫୫୨ ସିଟ ରହିଥିବା ବେଳେ ଦ୍ଵିତୀୟ ସର୍ବାଧିକ କଟକ ଜିଲ୍ଲାରେ ରହିଛି । କଟକରେ ସିଟ ସଂଖ୍ୟା ୨୧ ହଜାର ୮୧୨ ରହିଛି ଏବଂ ଖୋର୍ଦ୍ଧା ଜିଲ୍ଲାରେ ସିଟ ରହିଛି ୨୧ ହଜାର ୧୨୩ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+