ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ; ଜାଣନ୍ତୁ କାହିଁକି ?
ଭୁବନେଶ୍ବର: ଅର୍ଚ୍ଚନା ନାଗଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ ଥାନାରେ ଅଟକ ।
ଜଗବନ୍ଧୁଙ୍କୁ ମଞ୍ଚେଶ୍ୱର ଥାନା ପୋଲିସ ଅଟକ ରଖିଥିବା ସୂଚନା । ଅର୍ଚ୍ଚନାଙ୍କ ଅଭିଯୋଗ ପରେ ଜଗବନ୍ଧୁଙ୍କୁ ଉଠାଇ ନେଲା ପୋଲିସ । ଅର୍ଚ୍ଚନା ଓ ତାଙ୍କ ପୁଅଙ୍କୁ ଆକ୍ରମଣ କରି ମାରିବାକୁ ଉଦ୍ୟମ ଅଭିଯୋଗ। ଜଗବନ୍ଧୁଙ୍କ ପାଖରୁ ଗୋଟିଏ ଛୁରି ଜବତ ହୋଇଥିବା ସୂଚନା ।













Click it and Unblock the Notifications