୧୨ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ଏଆରଆଇ
ଭିଜିଲାନ୍ସ ଜାଲରେ ଏଆରଆଇ । ୧୨ ହଜାର ଟଙ୍କା ଲାଞ୍ଚ ନେଲାବେଳେ ଧରିଲା ଭିଜିଲାନ୍ସ । କେନ୍ଦ୍ରାପଡା ଜିଲ୍ଲା ଡେରାବିସ ତହସିଲ ନିକିରେଇ ଏଆରଆଇ ଅଭିମନ୍ୟୁ ବେହେରା ଘର ବାରିପଟ୍ଟା କରାଇଦେବା ନାଁରେ ୧୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଆବେଦନକାରୀଙ୍କୁ ସୁହାଇଲା ଭଳି ରିପୋର୍ଟ ଦେବାକୁ ଏହି ଟଙ୍କା ମାଗିଥିଲେ ।

ପ୍ରଥମେ ୧୫ ହଜାର ଟଙ୍କା ମାଗିଥିଲେ । ପରେ ୧୨ ହଜାର ଟଙ୍କା ଲାଞ୍ଚ ନେବାକୁ ରାଜି ହୋଇଥିଲେ । ଲାଞ୍ଚ ନେବା ବେଳେ ଧରିବା ସହ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ । ଟ୍ରାପ ପରେ ଏବେ ଏଆରଆଇ ଅଭିମନ୍ୟୁ ବେହେରାଙ୍କ ଆୟ ବର୍ହିଭୁତ ସମ୍ପତ୍ତି ଯାଞ୍ଚ କରୁଛି ଟିମ୍ । ଏବେ ୨ଟି ସ୍ଥାନରେ ଚାଲିଛି ଏକକାଳୀନ ଚଢ଼ାଉ ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications