ହ୍ୟୁମାନ ସାଗର ମୃତ୍ୟୁ ଘଟଣାରେ ଅର୍ପିତା ଓ ସୋମେଶଙ୍କୁ ଜେରା
ହ୍ୟୁମାନ ସାଗର ମୃତ୍ୟୁ ଘଟଣାରେ ପୋଲିସର ବଡ଼ ସୂଚନା। ଏକାଧିକ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଇଛି କହିଲେ ଏସିପି ଜୋନ୍-୩। ସେ ଆହୁରି କହିଛନ୍ତି ଯେ ଅର୍ପିତା ଚୌଧୁରୀ ଓ ସୋମେଶ ଶତପଥୀଙ୍କୁ ପଚରାଉଚରା ହୋଇଛି। ଉଭୟଙ୍କ ବ୍ୟାଙ୍କ ପାସବୁକ ଯାଞ୍ଚ ସହ ଇନ୍କମ ଟ୍ୟାକ୍ସରୁ ତଥ୍ୟ ସଂଗ୍ରହ ହୋଇଛି। ହ୍ୟୁମାନଙ୍କ ମ୍ୟାନେଜର ଦିନେଶ ବେହେରାଙ୍କୁ ପଚରାଉଚରା ହୋଇଛି।

ଆର୍ଥିକ କାରବାର, ପ୍ରୋଗ୍ରାମ ବାବଦକୁ କେତେ ଟଙ୍କା ନେଉଥିଲେ ପଚାରିଛୁ। ଆବଶ୍ୟକୀୟ କାଗଜପତ୍ର ଦାଖଲ କରିବା ପାଇଁ ପୋଲିସ କହିଛି। ହ୍ୟୁମାନଙ୍କ ସମସ୍ତ ବ୍ୟାଙ୍କ ସମ୍ପର୍କିତ ତଥ୍ୟ ମାଗିଛି ପୋଲିସ। ହ୍ୟୁମାନଙ୍କ ଚିକିତ୍ସା ସମ୍ପର୍କିତ କାଗଜପତ୍ର ସଂଗୃହିତ ହୋଇଛି। ଯାହା ନାଁରେ ଅଭିଯୋଗ ଅଛି ସମସ୍ତଙ୍କୁ ପର୍ଯ୍ୟାୟକ୍ରମେ ପଚରାଉଚରା ହେବ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications