ହବିଷ୍ୟାଳିଙ୍କ ରହିବା ପାଇଁ ୫ଟି ସ୍ଥାନରେ ବ୍ୟବସ୍ଥା, ଦାୟିତ୍ବରେ ଜଣେ ଅତିରିକ୍ତ ଏସପି, ୬ ଇନସ୍ପେକ୍ଟର

ହବିଷ୍ୟାଳିଙ୍କ ରହିବା ପାଇଁ ୫ଟି ସ୍ଥାନରେ ବ୍ୟବସ୍ଥା । ବୃନ୍ଦାବତୀ ନିବାସ, ନରେନ୍ଦ୍ର କୋଣ, ରେଲୱେ କଲ୍ୟାଣ ମଣ୍ଡପରେ ବ୍ୟବସ୍ଥା । ବଗଳା ଧର୍ମଶାଳା ଓ ମୋଚିସାହି ମ୍ୟୁନିସିପାଲିଟି କଲ୍ୟାଣ ମଣ୍ଡପରେ ରହଣି ବ୍ୟବସ୍ଥା। ହବିଷ୍ୟାଳିଙ୍କ ରହଣି ସ୍ଥାନରେ ପୋଲିସର ସୁରକ୍ଷା, ଶୃଙ୍ଖଳା ଓ ସୁବିଧା ବ୍ୟବସ୍ଥା । ଶ୍ୱେତଗଙ୍ଗା, ମାର୍କଣ୍ଡେଶ୍ୱର ଓ ନରେନ୍ଦ୍ର ପୁଷ୍କରିଣୀରେ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା । ଦାୟିତ୍ବରେ ଜଣେ ଅତିରିକ୍ତ ଏସପି, ୬ ଇନସ୍ପେକ୍ଟର, ୬ ସବ ଇନସ୍ପେକ୍ଟର ।

habishyali
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+