ପଦୋନ୍ନତିପ୍ରାପ୍ତ/ବଦଳି ଅଧିକାରୀ ନିଯୁକ୍ତି ସ୍ଥାନରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଲେ ଅରବିନ୍ଦ ପାଢ଼ୀ, ନଚେତ୍

Arvind Padhi

କୃଷି ସଚିବ ଅରବିନ୍ଦ ପାଢ଼ୀଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶନାମା । ପଦୋନ୍ନତିପ୍ରାପ୍ତ/ବଦଳି ଅଧିକାରୀ ନିଯୁକ୍ତି ସ୍ଥାନରେ ଯୋଗ ଦେବାକୁ ନିର୍ଦ୍ଦେଶ। କୌଣସି ପରିସ୍ଥିତିରେ ନିର୍ଦ୍ଦେଶ କାର୍ଯ୍ୟକାରିତାକୁ ସ୍ଥଗିତ ରଖାଯିବ ନାହିଁ।

ଅଗଷ୍ଟ ୩୧ ସୁଦ୍ଧା ନିଯୁକ୍ତ ସ୍ଥାନରେ ଯୋଗ ନ ଦେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ । ସେପ୍ଟେମ୍ବର ମାସରୁ ଦରମା ବନ୍ଦ କରାଯିବ କହିଲେ ଅରବିନ୍ଦ ପାଢ଼ୀ। ବାହ୍ୟ ପ୍ରଭାବ ଆଣିବାର ପ୍ରୟାସ କଲେ କଠୋର କାର୍ଯ୍ୟାନୁଷ୍ଠାନ। ନିର୍ଦ୍ଦେଶାଳୟ ଓ କ୍ଷେତ୍ର ପ୍ରତିଷ୍ଠାନ ମୁଖ୍ୟ ଆଦେଶ ଅନୁପାଳନ ଉପର ନଜର ରଖିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+