ରାଜ୍ୟସଭା ସାଂସଦ ଭାବରେ ଶପଥ ନେଲେ ଅଶ୍ଵିନୀ, ଅଶ୍ୱିନୀ ବୈଷ୍ଣବ ଶୁଭାଶିଷ ଖୁଣ୍ଟିଆ, ଦେବାଶିଷ ସାମନ୍ତରାୟ

ରାଜ୍ୟସଭା ସାଂସଦ ଭାବରେ ଆଜି ଶପଥ ନେଇଛନ୍ତି ଦେବାଶିଷ ସାମନ୍ତରାୟ ଶୁଭାଶିଷ ଖୁଣ୍ଟିଆ ଓ ଅଶ୍ୱିନୀ ବୈଷ୍ଣବ । ଚଳିତ ରାଜ୍ୟସଭା ନିର୍ବାଚନ ୨୦୨୪ରେ ଓଡ଼ିଶାରେ ତିନି ଜଣ ପ୍ରାର୍ଥୀ ବିନା ପ୍ରତିଦ୍ୱନ୍ଦ୍ୱିତାରେ ନିର୍ବାଚିତ ହୋଇଛନ୍ତି।

Rajya Sabha MP

୨୦୨୪ ଏପ୍ରିଲରେ ଅବସର ଗ୍ରହଣ କରିଥିବା ସଦସ୍ୟଙ୍କ ଆସନ ପୂରଣ ପାଇଁ ଓଡ଼ିଶାରେ ରାଜ୍ୟସଭା ନିର୍ବାଚନ ଫେବ୍ରୁଆରୀ ୨୭ତାରିଖରେ ହେବାର ଥିଲା, ଯାହା ଏବେ ପୂରଣ ହୋଇଛି । ସମୁଦାୟ ୧୪ ଜଣ ଆଜି ଶପଥ ଗ୍ରହଣ କରିଥିବାବେଳେ ଗତକାଲି ୧୨ ଜଣ ରାଜ୍ୟସଭା ସଂସଦ ଭାବେ ଶପଥ ନେଇଥିଲେ।

ସେହିଭଳି ୩ଟି ଆସନ ମଧ୍ୟରୁ ୨ଟି ପାଇଁ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏବଂ ରାଜ୍ୟ ଯୁବ ବିଜେଡି ଉପସଭାପତି ଶୁଭାଶିଷ ଖୁଣ୍ଟିଆଙ୍କ ନାଁ ଘୋଷଣା କରାଯାଇଥିବାବେଳେ ତୃତୀୟ ପ୍ରାର୍ଥୀଙ୍କ ନାମ ଘୋଷଣା ନକରି ସମସ୍ତଙ୍କୁ ସସପେନ୍ସରେ ରଖିଥିବାବେଳେ ଅଶ୍ୱିନୀ ବୈଷ୍ଣବଙ୍କୁ ବିଜେପି ପ୍ରାର୍ଥୀ କରିଥିଲା। ଓଡ଼ିଶାରୁ ବିଜେଡିର ଦୁଇ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ ରହିଥିଲା। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆଙ୍କ ପ୍ରାର୍ଥୀପତ୍ର କାଏମ ରହିଥିଲା। ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ତୃତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଭରିଥିଲେ। ତେବେ ଓଡିଶାରୁ ୩ ପ୍ରାର୍ଥୀ ନିର୍ବାଚିତ ହୋଇଥିବାବେଳେ ଆଜି ଶପଥ ଗ୍ରହଣ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+