ପର୍ଯ୍ୟଟକଙ୍କ ପାଇଁ କୋଣାର୍କ ସୂର୍ଯ୍ୟ ମନ୍ଦିରର ନାଟ୍ୟ ମଣ୍ଡପ ବନ୍ଦ କଲା ASI
କୋଣାର୍କ ସୂର୍ଯ୍ୟ ମନ୍ଦିର ନାଟ୍ୟ ମଣ୍ଡପକୁ ଏଣିକି ପ୍ରବେଶ କରି ପାରିବେ ନାହିଁ ପର୍ଯ୍ୟଟକ । ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ (ASI) ଏପରି ନିଷ୍ପତ୍ତି ନେଇଛି । ASI ର ସୂଚନା ଅନୁସାରେ ପର୍ଯ୍ୟଟକଙ୍କ ଅସାବଧାନତା ପାଇଁ ବାରମ୍ବାର ନାଟ୍ୟ ମଣ୍ଡପରେ ଦୁର୍ଘଟଣା ହେଉଥିଲା ।

ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟଇକୁ ପରିଲକ୍ଷିତ କରି ବିଭାଗ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ମନୁମେଣ୍ଟ ଆଇନ୍ରେ ଚଢ଼ିବା ବାରଣ ଥିବା କାରଣ ମଧ୍ୟ ଦର୍ଶାଇଛି ASI । ନାଟ୍ୟମଣ୍ଡର ଚାରିପାଖ ସମ୍ମୁଖକୁ ବ୍ୟାରିକେଟ ଲଗାଇ ବନ୍ଦ କରିଦିଆଯାଇଛି ।
More From
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
କ୍ରସ୍ ଭୋଟିଂକୁ ନେଇ ପିସିସି ସଭାପତିଙ୍କ ବିସ୍ଫୋରକ ବୟାନ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍...












Click it and Unblock the Notifications