ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ଵଶର୍ମା, ଏହି ବିଶେଷ କାର୍ଯ୍ୟକ୍ରମରେ ଦେବେ ଯୋଗ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ବିମାନବନ୍ଦରରେ ପହଞ୍ଚିବା ପରେ ସିଧା ପୁରୀ ଯାଇ ହିମନ୍ତ ବିଶ୍ବଶର୍ମା ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

Himanta Vishwasharma

ପରେ ଭୁବନେଶ୍ୱର ଫେରିଆସି କଳିଙ୍ଗ ଷ୍ଟାଡିୟମ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗଦେବେ । ବ୍ୟାଡ଼ମିଣ୍ଟନ ଆସୋସିଏସନ୍ ଅଫ୍ ଇଣ୍ଡିଆର ସଭାପତି ଭାବରେ ହିମନ୍ତ ବିଶ୍ୱଶର୍ମା ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟକ୍ରମରେ ଯୋଗଦେବେ । ଗୁରୁବାର ଏକ ଘରୋଇ ହୋଟେଲରେ ରାତ୍ରି ଯାପନ କରି ଶୁକ୍ରବାର ଆସାମ ଫେରିଯିବେ ହିମନ୍ତ ବିଶ୍ୱଶର୍ମା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+