ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ, ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ
ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ । ବିକଶିତ ଭାରତର ଓଡ଼ିଶା ହେବ ଗ୍ରୋଥ୍ ଇଞ୍ଜିନ୍ ।୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ। ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୋ ସରକାର ପ୍ରତିଶ୍ରୁତିବଦ୍ଧ ।













Click it and Unblock the Notifications