ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା

ବିଧାନସଭା ବଜେଟ୍‌ ଅଧିବେଶନ । ଦୁଇ ଦିନର ବିରତି ପରେ ଆଜି ପୁଣି ସରଗରମ ହେବ ବିଧାନସଭା । ସୋମବାର ଗୃହ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଅର୍ଥ, ଇଲେକ୍ଟ୍ରୋନିକ୍‌ ଓ ସୂଚନା ପ୍ରଯୁକ୍ତି, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସଂସଦୀୟ ବ୍ୟାପାର ବିଭାଗର ପ୍ରଶ୍ନକାଳ ରହିଛି ।

Assembly

ସେହିପରି ଶୁନ୍ୟକାଳରେ ରାଜ୍ୟରେ ସୀମା ପୂର୍ଣ୍ଣ ନିର୍ଦ୍ଧାରଣ , ବିପର୍ଜସ୍ତ୍ୟ ଆଇନ୍‌ ଶୃଙ୍ଖଳା ପରିସ୍ଥିତି, ନାରୀ ନିର୍ଯାତନା, ମହାନଦୀ ପରି ପ୍ରସଙ୍ଗକୁ ନେଇ ଗୃହରେ ହୋଇପାରେ ଘମାଘୋଟ ଆଲୋଚନା । ବାକି ଶାସକ ଦଳ ମଧ୍ୟ ବହୁ ପ୍ରସଙ୍ଗ ଉଠାଇପାରେ । ବିରୋଧୀଙ୍କ ପକ୍ଷରୁ ମୁଲତବୀ ପ୍ରସ୍ତାବ ଦିଆଯିବ । ଖଣି ଇସ୍ପାତ ଓ ପରିବହନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ମଧ୍ୟ ରହିଛି । ତେବେ କଂଗ୍ରେସ ପ୍ରଶ୍ନକାଳକୁ ବୟକଟ କରିବ ନା ପ୍ରତିବାଦ ଜାରି ରଖିବ । ତାକୁ ନେଇ ସସ୍‌ପେନ୍ସ ଜାରି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+