ବିଧାନସଭା ଶୀତ ଅଧିବେଶନ: ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି
Assembly Winter Session: ଶୀତକାଳୀନ ଅଧିବେଶନ ଆରମ୍ଭରୁ ଗୃହରେ ହଟ୍ଟଗୋଳ ଦେଖିବାକୁ ମିଳିଥିଲା । ସେହିପରି ପ୍ରଶ୍ନକାଳ ପରେ ଶୂନ୍ୟକାଳରେ ମଧ୍ୟ ବିରୋଧି ହଙ୍ଗାମା କରିଥିଲେ । ସମ୍ବିଧାନ ପ୍ରସଙ୍ଗକୁ ନେଇ ବିଜେଡି ଓ ବିଜେପି ବିଧାୟକ ମୁହାଁମୁହିଁ ହୋଇଥିଲେ । ଯାହାକୁ ନେଇ ପୁଣି ଗୃହକୁ ଦିନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ।













Click it and Unblock the Notifications