ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ R&B ଡିଭିଜନ୍‌ର ସହକାରୀ ଯନ୍ତ୍ରୀ । ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ରେଡ୍ । ଏକକାଳୀନ ୧୦ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ର ଚଢ଼ାଉ । କେବଳ ଭୁବନେଶ୍ବରରେ ୮ଟି ସ୍ଥାନରେ ଭିଜିଲାନ୍ସ ରେଡ୍ ।ନୟାଗଡ଼ର ୨ଟି ସ୍ଥାନ, ପୈତୃକ ଗାଁ ଓ ଶ୍ବଶୂର ଘରେ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛାନ୍‌ଭିନ୍‌।

Vigilance
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+