ଭିଜିଲାନସ୍ ଜାଲରେ ଆସିଷ୍ଟାଣ୍ଟ ରେକର୍ଡ କିପର୍,୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ.....
ଭିଜିଲାନସ୍ ଜାଲରେ ଭୂବନ୍ଦୋବସ୍ତ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ ରେକର୍ଡ କିପର୍ ହାଡ଼ିବନ୍ଧୁ ବେହେରା। ଜଣେ ବ୍ୟକ୍ତିଙ୍କ ଠାରୁ ଅମିନ ରିପୋର୍ଟ ଦେବା ପାଇଁ ୩୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ି ବସିଛି ଭିଜିଲାନ୍ସ ।

ଏହାପରେ ହାଡ଼ିବନ୍ଧୁ ବେହେରାଙ୍କର ସରକାରୀ ଅଫିସ୍ ଓ ବାସଭବନରେ ଭିଜିଲାନ୍ସ ଚଢ଼ାଉ ଚାଲିଛି।












Click it and Unblock the Notifications