Get Updates
Get notified of breaking news, exclusive insights, and must-see stories!

ଅସ୍ତରଙ୍ଗ ଥାନା ଆଇଆଇସି ସସପେଣ୍ଡ, ବିରୋଧରେ ଥିଲା ଦୁର୍ନୀତି ଅଭିଯୋଗ

ପୁରୀ ଜିଲ୍ଲା ଅସ୍ତରଙ୍ଗ ଥାନା ଆଇଆଇସି ସସପେଣ୍ଡ । ଦୁର୍ନୀତିରେ ସଂପୃକ୍ତି ଅଭିଯୋଗରେ ଆଇଆଇସି ରାଜେଶ ବଳିଆରସିଂଙ୍କୁ ସସପେଣ୍ଡ କଲେ ପୋଲିସ ଡିଜି ୱାଇ. ବି ଖୁରାନିଆ । କୋରାପୁଟ ଜିଲ୍ଲା ଜୟପୁର ଥାନାରେ ସେ ସବ ଇନିସ୍ପେକ୍ଟର ଥିବା ବେଳେ ତାଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆସିଥିଲା । ପରବର୍ତ୍ତୀ ସମୟରେ ସେ ଅସ୍ତରଙ୍ଗ ଆଇଆଇସି ଭାବେ ନିଯୁକ୍ତ ହୋଇଥିଲେ । ତଦନ୍ତ ରିପୋର୍ଟ ରାଜେଶଙ୍କ ବିରୋଧରେ ଆସିବା ପରେ ପୋଲିସ ଡିଜି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ।

Astarang police station IIC suspended
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+