ବାଲିଯାତ୍ରା ପଡ଼ିଆରେ ହେବ 'ଆୟୁଷ୍ମାନ' ଶୁଭାରମ୍ଭ
Ayushman Bharat Yojana: କଟକ ବାଲିଯାତ୍ରା ପଡ଼ିଆରେ ହେବ 'ଆୟୁଷ୍ମାନ' ଯୋଜନାର ଶୁଭାରମ୍ଭ । ୧୧ ତାରଖରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ଶୁଭାରମ୍ଭ କରିବେ । ସମୀକ୍ଷା ପରେ ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।

ସୂଚନା ଅନୁସାରେ, ଏପ୍ରିଲ ୧୧ରୁ ଓଡ଼ିଶାରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ ହେବ । ଯେଉଁଥି ପାଇଁ ୧୦ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ଜେ ପି ନଡ୍ଡା ଏବଂ ୧୧ ତାରିଖରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିବା ନେଇ ସୂଚନା ରହିଛି ।
ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏପ୍ରିଲ ମାସରୁ ରାଜ୍ୟରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ ହେବା ବୋଲି ଘୋଷଣା କରିଥିଲେ । ଏହି ଯୋଜନା ଅଧିନରେ ୭୦ ବର୍ଷ ବୟସରୁ ଅଧିକ ବୟସ୍କ ଲୋକଙ୍କର ଚିକିତ୍ସା ପାଇଁ ସୁବିଧା ମିଳିବ । ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା ରଖାଯାଇଛି । ମୋଟ୍ ୩.୫୨ କୋଟି ଲୋକ ଏହି ଯୋଜନାରେ ଉପକୃତ ହେବେ ।
More From
-
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ସୁନାମିରେ ଛାରଖାର୍ ହୋଇଯିବ ଜାପାନ, ଭୟରେ ଥରିଲେଣି ଲୋକେ -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଗୁଳିମାଡ଼ରୁ ଅଳ୍ପକେ ବର୍ତ୍ତିଲେ ଜମ୍ମୁ କାଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଳା, ଅଭିଯୁକ୍ତ ଗିରଫ -
ଅମାନିଆ ଗାଡ଼ି ଚାଳକ ସାବଧାନ, ମାର୍ଚ୍ଚ ୨୧ରୁ ଆରମ୍ଭ ହେବ ସ୍ୱତନ୍ତ୍ର ଅଭିଯାନ -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ବଡ଼ ଆଶ୍ବସ୍ତି, ଷ୍ଟ୍ରେଟ୍ ଅଫ୍ ହର୍ମୁଜ୍ ଦେଇ ଯିବାକୁ ଭାରତ ଜାହାଜକୁ ଅନୁମତି -
ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ -
ଆସନ୍ତାକାଲି ଦୁଇଦିନିଆ ଗସ୍ତରେ ଆସାମ ଯିବେ ପ୍ରଧାନମନ୍ତ୍ରୀ,ପିଏମ୍ କିଶାନ ଯୋଜନାରେ ୧୮.୬୪୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା....











Click it and Unblock the Notifications