ବଡ଼ ଠାକୁର ବଳଭଦ୍ର ଚାରମାଳରୁ ପଡ଼ିଯିବା ଘଟଣା; ତଦନ୍ତ କମିଟି ରିପୋର୍ଟ ହସ୍ତାନ୍ତର କରି ସାରିଛି

ଗତବର୍ଷ ବଡ଼ ଠାକୁର ବଳଭଦ୍ର ଚାରମାଳରୁ ପଡ଼ିଯିବା ଘଟଣା। ତଦନ୍ତ କମିଟି ରିପୋର୍ଟ ହସ୍ତାନ୍ତର କରି ସାରିଛି କହିଲେ ଆଇନ ମନ୍ତ୍ରୀ । ଶ୍ରୀମନ୍ଦିର ପରିଚାଳନା କମିଟି ଗଠନ ପରେ ରିପୋର୍ଟ ଉପସ୍ଥାପନ । ଏହାପରେ କମିଟି ସରକାରଙ୍କୁ ରିପୋର୍ଟ ପଠାଇବ ବୋଲି କହିଲେ ପୃଥ୍ବୀରାଜ ।

Bada Thakur Balabhadra falls from Charmal

ସ୍ୱାସ୍ଥ୍ୟ ସେବା ଯୋଗାଇବା ପାଇଁ ୩୦୦ ଡାକ୍ତରଙ୍କୁ ନିୟୋଜିତ କରାଯିବ। ତେଣୁ କୋଭିଡ୍ ପାଇଁ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।
ଏଆଇ ସୁରକ୍ଷା ବ୍ୟବସ୍ଥା ସିସିଟିଭି କ୍ୟାମେରା ମାଧ୍ୟମରେ ନିୟନ୍ତ୍ରିତ ହେବ। ସମନ୍ୱିତ ନିୟନ୍ତ୍ରଣ କମାଣ୍ଡ ସେଣ୍ଟର ସହିତ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ବଜାୟ ରଖାଯିବ ଏବଂ ଏକ ୱାର୍ ରୁମ୍ ସ୍ଥାପନ କରାଯିବ।

ଏହା ସହିତ ରଥ ନିର୍ମାଣ ଅଗ୍ରଗତି,ରାସ୍ତାଘାଟ ମରାମତି, ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ, ଆଇନ ଶୃଙ୍ଖଳା ବ୍ୟବସ୍ଥା, ସ୍ୱାସ୍ଥ୍ୟ ସେବା, ଟ୍ରାଫିକ କଟକଣା ଏବଂ ଯୋଗାଯୋଗ ବ୍ୟବସ୍ଥା ଇତ୍ୟାଦି ପ୍ରସଙ୍ଗରେ ବିଭିନ୍ନ ବିଭାଗୀୟ ଅଧିକାରୀ, ସେବାୟତ ବୃନ୍ଦ, ରଥଯାତ୍ରା ସମନ୍ୱୟ କମିଟି ଏବଂ ପୁରୀ ସହରର ବରିଷ୍ଠ ନାଗରିକ ମାନଙ୍କ ସହ ଆଲୋଚନା କରି ସମସ୍ତଙ୍କ ସହଯୋଗ ଲୋଡ଼ିଥିଲି।

ତତସହିତ ଶ୍ରଦ୍ଧାଳୁଙ୍କ ସମାଗମ ଆଶଙ୍କା କରାଯାଉଥିବାରୁ ପାନୀୟଜଳ, ଶୌଚାଳୟ, ରହଣି ସୁବିଧା, ଅପରାଧ ଦମନ, ଭିଡ଼ ନିୟନ୍ତ୍ରଣ, ଠାକୁରଙ୍କ ଶୃଙ୍ଖଳିତ ଦର୍ଶନ, ଉଚିତ୍ ମୂଲ୍ୟରେ ମହାପ୍ରସାଦ ଉପଲବ୍ଧ କରିବା, ବସ ଓ ଟ୍ରେନ୍ ଯାତ୍ରାକୁ ସହଜ ଓ ସୁଗମ କରିବା, ସଫେଇ, ଉତ୍ତମମାନର ଖାଦ୍ୟ ବିକ୍ରି, ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ସର୍ବୋପରି ରଥଯାତ୍ରାରେ ନୀତିନିର୍ଘଣ୍ଟ ଓ ନୀତିକାନ୍ତି ଉପରେ ଆଲୋଚନା ହୋଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+