ବାହୁଡି ଆସିଲେ ବଡଠାକୁର, ସିଂହଦ୍ୱାର ସାମ୍ନାରେ ଲାଗିଲା ତିନି ରଥ
ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ଠାକୁରଙ୍କ ରଥ । ପ୍ରଥମରେ ତାଳଧ୍ୱଜ, ପରେ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଲା । ସିଂହଦ୍ୱାରରେ ରଥ ପହଞ୍ଚିବା ପରେ ସେବାୟତ ମାନେ ଗୀତଗୋବିନ୍ଦ ଗାନ କରିଥିଲେ ।
ପୁରୀ: ସିଂହଦ୍ୱାର ସମ୍ମୁଖରେ ଲାଗିଲା ୩ ଠାକୁରଙ୍କ ରଥ । ପ୍ରଥମରେ ତାଳଧ୍ୱଜ, ପରେ ଦର୍ପଦଳନ ଓ ଶେଷରେ ନନ୍ଦିଘୋଷ ରଥ ଶ୍ରୀମନ୍ଦିର ସାମ୍ନାରେ ପହଞ୍ଚିଲା । ସିଂହଦ୍ୱାରରେ ରଥ ପହଞ୍ଚିବା ପରେ ସେବାୟତ ମାନେ ଗୀତଗୋବିନ୍ଦ ଗାନ କରିଥିଲେ । ଏକାସ୍ୱରରେ ସେବାୟତମାନେ ଗୀତଗୋବିନ୍ଦ ଗାନ କରିଛନ୍ତି ।

ଆଜି ବାହୁଡାଯାତ୍ରାରେ ଜନ୍ମବେଦୀରୁ ବାହାରି ରତ୍ନବେଦୀ ଅଭିମୁଖେ ବାହାରିଥିଲେ । ବାହୁଡା ବେଳେ ପ୍ରବଳ ବର୍ଷା ହୋଇଥିଲା । ବର୍ଷାରେ ଭିଜି ଭିଜି ସେବାୟତମାନେ ରଥକୁ ଟାଣିନେଇଥିଲେ । ରଥଯାତ୍ରା ଭଳି ବାହୁଡା ଯାତ୍ରାରେ ବି କଟକଣା ଲାଗୁ ହୋଇଥିଲା ।
ଶ୍ରୀମନ୍ଦିର ସିଂହଦ୍ଵାର ସମ୍ମୁଖରେ ତିନି ରଥ ।
ଜୟ ଜଗନ୍ନାଥ ।Rathas at Singhadwara of ShreeMandira.#BahudaJatra21 #RathaJatra21 #JaiJagannatha pic.twitter.com/TiibqyyLfW
— Krishan Kumar (@Krishan_Kumar09) July 20, 2021
ତେବେ ଏବେ ରଥ ଉପରେ ଅନ୍ୟାନ୍ୟ ନୀତିକାନ୍ତି କରାଯିବ । ବୁଧବାର, ଦ୍ୱାଦଶୀ, ବଡ଼ ତଡ଼ାଉ ବେଶ ବା ସୁନାବେଶ ଅନୁଷ୍ଠିତ ହେବ । ପ୍ରାତଃ ୬ଟାରୁ ୬ଟା ୩୦ ମଧ୍ୟରେ ୩ ରଥରେ ମଙ୍ଗଳ ଆଳତି ସମ୍ପନ୍ନ ହେବ । ମଇଲମ-ତଡ଼ପଲାଗି ସକାଳ ୭ଟା, ଅବକାଶ ୮ଟା ଓ ବେଶଶେଷ ୯ଟା ସୁଦ୍ଧା ସରିବ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications